Matthew 9:8 — Compare Translations

7 translations compared side by side

Odia - 1840
"ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଦେଖି ଲୋକସମୂହ ଭୀତ ହେଲେ, ପୁଣି ଯେଉଁ ଈଶ୍ଵର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗಟಲ್ಲಿ ಲೊಕಾ ಭಿಂಯಾಲಿ, ಅನಿ ಅಸ್ಲೊ ಅದಿಕಾರ್ ದೆವಾನ್ ಮಾನ್ಸಾಕ್ ದಿಲ್ಲ್ಯಾಸಾಟ್ನಿ ದೆವಾಕ್ ಹೊಗಳ್ಳ್ಯಾನಿ.