Micah 1:10 — Compare Translations

5 translations compared side by side

Odia - 1840
"ଗାଥ ନଗର ରେ ଏହା ଜଣାଅ ନାହିଁ। ଆଦୌ ବିଳାପ କରନାହିଁ। ବୈଥ୍-ଲି-ଅଫ୍ରା ରେ ନିଜେ ଧୂଳି ରେ ଗଡ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଥ୍ ନଗରରେ ଏହା ଜଣାଅ ନାହିଁ। ଆଦୌ ବିଳାପ କର ନାହିଁ। ବୈଥ୍-ଲି-ଅଫ୍ରାରେ ନିଜେ ଧୂଳିରେ ଗଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
Odia IRV 2017 (ଓଡିଆ ବାଇବେଲ)
ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।