Micah 1:12 — Compare Translations

5 translations compared side by side

Odia - 1840
"ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ୟିରୁଶାଲମର ଦ୍ବାରଦେଶ ପର୍ୟ୍ଯନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ଯିରୁଶାଲମର ଦ୍ୱାରଦେଶ ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।