Micah 1:14 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ଗାଥ୍ ରେ ମାେ ରଷେତ୍କୁ ବିଦାଯକାଳୀନ ଦାନ ଦବେ। ଅକ୍ଷୀବର ଗୃହଗୁଡିକ ଇଶ୍ରାୟେଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଗାଥ୍ରେ ମୋରେଷତ୍କୁ ବିଦାୟକାଳୀନ ଦାନ ଦେବ। ଅକ୍ଷୀବର ଗୃହଗୁଡ଼ିକ ଇସ୍ରାଏଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;