Micah 1:15 — Compare Translations
5 translations compared side by side
Odia - 1840
"ହେ ମା ରଶାେ ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧ ରେ ଏକ ବ୍ଯକ୍ତିକୁ ଆଣିବି, ୟିଏକି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇଶ୍ରାୟେଲର ଗୌରବ ଅଦୁଲ୍ଲମକୁ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମାରେଶା ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ବ୍ୟକ୍ତିକୁ ଆଣିବି, ଯିଏ କି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।