Micah 1:16 — Compare Translations

5 translations compared side by side

Odia - 1840
"ଏଥିପାଇଁ ତୁମ୍ଭମାନେେ ତୁମ୍ଭର ମସ୍ତକକୁ ଲଣ୍ତା କର। ତୁମ୍ଭର ପ୍ରିଯ ସନ୍ତାନମାନଙ୍କ ପାଇଁ ବିଳାପ କର, ଶାଗୁଣା ପକ୍ଷୀପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦଖାେଅ କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢି ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେମାନେ ତୁମ୍ଭର ମସ୍ତକକୁ ଲଣ୍ତା କର। ତୁମ୍ଭର ପ୍ରିୟ ସନ୍ତାନମାନଙ୍କ ପାଇଁ ବିଳାପ କର, ଶାଗୁଣା ପକ୍ଷୀ ପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦେଖାଅ କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢ଼ି ନିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।