Micah 1:2 — Compare Translations
5 translations compared side by side
Odia - 1840
"ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତେ ଶୁଣ। ମାରେ ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧ ରେ ସେ ସାକ୍ଷ୍ଯ ସ୍ବରୂପ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ ଶୁଣ। ମୋର ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧରେ ସେ ସାକ୍ଷ୍ୟ ସ୍ୱରୂପ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।