Micah 1:3 — Compare Translations

5 translations compared side by side

Odia - 1840
"ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି। ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କ ରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି। ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।