Micah 1:4 — Compare Translations
5 translations compared side by side
Odia - 1840
"ତାଙ୍କର ଆଗମନ ରେ ପର୍ବତଗୁଡିକ ଅଗ୍ନି ନିକଟରେ ମହମ ତରଳିଲା ପରି ତରଳି ୟିବ। ଉପତ୍ୟକାଗୁଡିକ ବିଦୀର୍ଣ୍ଣ ହବେ ଏବଂ ଜଳ ଗଡାଣି ରେ ବହିଲା ପରି ନିମ୍ନକୁ ଗଡି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଆଗମନରେ ପର୍ବତଗୁଡ଼ିକ ଅଗ୍ନି ନିକଟରେ ମହମ ତରଳିଲା ପରି ତରଳି ଯିବ। ଉପତ୍ୟକାଗୁଡ଼ିକ ବିଦୀର୍ଣ୍ଣ ହେବ ଏବଂ ଜଳ ଗଡ଼ାଣିରେ ବହିଲା ପରି ନିମ୍ନକୁ ଗଡ଼ି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।