Micah 1:5 — Compare Translations
5 translations compared side by side
Odia - 1840
"କାରଣ ଯାକୁବ ଓ ଇଶ୍ରାୟେଲ ବଂଶର ପାପ ଯୋଗୁଁ ଏହା ଘଟିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯାକୁବ ଓ ଇସ୍ରାଏଲ ବଂଶର ପାପ ଯୋଗୁଁ ଏହା ଘଟିଅଛି। ଶମରିୟା-ପାପର କାରଣ ଶମରିୟା ଯାକୁବର ପାପର କାରଣ ଥିଲା। ଯିହୁଦାର ଉଚ୍ଚସ୍ଥଳୀ ଯିରୁଶାଲମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ?