Micah 1:6 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ଶମରିଯାକୁ ଧ୍ବଂସ କରିବା ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ର ରେ ପରିଣତ କରିବା। କବଳେ ତା'ର ମୂଳଦୁଆକୁ ଛାଡି ଆମ୍ଭେ ଶମରିଯାର ସମସ୍ତ ପଥରଗୁଡିକୁ ଉପତ୍ୟକା ଭିତରକୁ ଫିଙ୍ଗିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଶମରିୟାକୁ ଧ୍ୱଂସ କରିବା ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ରରେ ପରିଣତ କରିବା। କେବଳ ତା’ର ମୂଳଦୁଆକୁ ଛାଡ଼ି ଆମ୍ଭେ ଶମରିୟାର ସମସ୍ତ ପଥରଗୁଡ଼ିକୁ ଉପତ୍ୟକା ଭିତରକୁ ଫିଙ୍ଗିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।