Micah 1:8 — Compare Translations
5 translations compared side by side
Odia - 1840
"ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହବେି। ମୁଁ ବିବସ୍ତ୍ର ହାଇେ ଖାଲି ପାଦ ରେ ବୁଲିବି। ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି ଓ ଓଟପକ୍ଷୀ ପରି ଶାେକ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା; ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାର ଘୋର ଦୁଃଖ ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହେବି। ମୁଁ ବିବସ୍ତ୍ର ହୋଇ ଖାଲି ପାଦରେ ବୁଲିବି। ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି ଓ ଓଟପକ୍ଷୀ ପରି ଶୋକ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।