Micah 1:9 — Compare Translations

5 translations compared side by side

Odia - 1840
"ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶମରିୟାର କ୍ଷତ କେବେ ପୂରଣ ହେବ ନାହିଁ। ତା’ର ପାପ ଯିହୁଦା ପର୍ଯ୍ୟନ୍ତ ବ୍ୟାପି ଅଛି। ଆଉ ମଧ୍ୟ ତାହା ମୋ’ ଲୋକମାନଙ୍କର ନଗରଦ୍ୱାର ଯିରୁଶାଲମ ପର୍ଯ୍ୟନ୍ତ ବ୍ୟାପିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।