Micah 2:1 — Compare Translations

5 translations compared side by side

Odia - 1840
"ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କର ମନ୍ଦ ଯୋଜନା ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସେମାନଙ୍କ ନିକଟକୁ ଆସେ। ସେହି ଲୋକମାନେ ନିଜ ନିଜ ଶଯ୍ୟା ଉପରେ ପଡ଼ିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତେବେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ଯ୍ୟକାରୀ କରନ୍ତି। କାରଣ ସହଜରେ ସେ କାର୍ଯ୍ୟ କରିବାକୁ ତାଙ୍କର ସେ ଶକ୍ତି ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।