Micah 2:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଉଠ ଏବଂ ଏସ୍ଥାନକୁ ପରିତ୍ଯାଗ କର। ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ। କାରଣ ତୁମ୍ଭମାନେେ ଏହାର ପ୍ରତିଦ୍ବନ୍ଦୀ ହାଇେଛ। ତୁମ୍ଭେ ମଧ୍ଯ ଏହାକୁ କଳୁଷିତ କରିଛ। ତେଣୁ ଏହି ସ୍ଥାନ ଶାଚେନୀୟ ଭାବରେ ବିଚ୍ଛିନ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଉଠ ଏବଂ ଏ ସ୍ଥାନକୁ ପରିତ୍ୟାଗ କର। ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ। କାରଣ ତୁମ୍ଭେମାନେ ଏହାର ପ୍ରତିଦ୍ୱନ୍ଦୀ ହୋଇଛ। ତୁମ୍ଭେ ମଧ୍ୟ ଏହାକୁ କଳୁଷିତ କରିଛ। ତେଣୁ ଏହି ସ୍ଥାନ ଶୋଚନୀୟ ଭାବରେ ବିଚ୍ଛିନ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।