Micah 2:11 — Compare Translations

5 translations compared side by side

Odia - 1840
"ଯଦି କିଏ ଜଣେ ମିଥ୍ଯା ପ୍ରଚାର କରେ ତବେେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କ ହେ, ଭବିଷ୍ଯତ ରେ ପ୍ରଚୁର ଦ୍ରାକ୍ଷାରସ ଓ କଡା ସୁରା ମିଳିବ ତବେେ ଏହି ଲୋକମାନେ ମିଥ୍ଯା ଭବିଷ୍ଯତ ବାଣୀକୁ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କିଏ ଜଣେ ମିଥ୍ୟା ପ୍ରଗ୍ଭର କରେ ତେବେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କହେ, “ଭବିଷ୍ୟତରେ ପ୍ରଚୁର ଦ୍ରାକ୍ଷାରସ ଓ କଡ଼ା ସୁରା ମିଳିବ” ତେବେ ଏହି ଲୋକମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀକୁ ଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।