Micah 2:12 — Compare Translations
5 translations compared side by side
Odia - 1840
"ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରିବା। ଆଉ ମଧ୍ଯ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ ରେ ଓ ଗ୍ଭରଣ ଭୂମିରେ ମଷେମାନଙ୍କୁ ଏକତ୍ରୀତ କଲାପରି ସମାନଙ୍କେୁ ସମବତେ କରାଇବା। ସେତବେେଳେ ସେ ସ୍ଥାନଟି ଲୋକ ଗହଳି ରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେପରି ମନୁଷ୍ୟ-ବାହୁଲ୍ୟ ହେତୁରୁ ସେମାନେ ମହାଶଦ୍ଦ କରିବେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ସନ୍ତାନଗଣଙ୍କୁ ଏକତ୍ରିତ କରନ୍ତି ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା। ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ଼ରେ ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି ସେମାନଙ୍କୁ ସମବେତ କରାଇବା। ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।