Micah 2:13 — Compare Translations

5 translations compared side by side

Odia - 1840
"ତା'ପ ରେ ଭଗ୍ନକାରୀଦଳ ଲୋକମାନଙ୍କର ନତେୃତ୍ବ ନବେେ। ସମାନେେ ପ୍ରବେଶପଥକୁ ଭାଙ୍ଗି ସହେି ନଗରୀକୁ ପରିତ୍ଯାଗ କରିଛନ୍ତି। ସମାନଙ୍କେର ରାଜା ସମାନଙ୍କେର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖ ରେ ସଦାପ୍ରଭୁ ମଧ୍ଯ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ଵାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ଵାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ “ଭଗ୍ନକାରୀଦଳ “ଲୋକମାନଙ୍କର ନେତୃତ୍ୱ ନେବେ। ସେମାନେ ପ୍ରବେଶ ପଥକୁ ଭାଙ୍ଗି ସେହି ନଗରୀକୁ ପରିତ୍ୟାଗ କରିଛନ୍ତି। ସେମାନଙ୍କର ରାଜା ସେମାନଙ୍କର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖରେ ସଦାପ୍ରଭୁ ମଧ୍ୟ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)