Micah 2:3 — Compare Translations
5 translations compared side by side
Odia - 1840
"ଏଥିପାଇଁ ସଦାପ୍ରଭୁ କୁହନ୍ତି, ଦେଖ, ଏହି ପରିବାର ବିରୁଦ୍ଧ ରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭମାନେେ ନିଜକୁ ରକ୍ଷା କରିବାକୁ ସମର୍ଥ ହବେ ନାହିଁ। ତୁମ୍ଭମାନେେ ଗର୍ବର ସହିତ ବହୁ ଦୂର ଗ୍ଭଲିୟାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲିବାକୁ ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଶାସ୍ତି ଦେବାକୁ ସଦାପ୍ରଭୁଙ୍କ ଯୋଜନା ଏଥିପାଇଁ ସଦାପ୍ରଭୁ କୁହନ୍ତି, “ଦେଖ, ଏହି ପରିବାର ବିରୁଦ୍ଧରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭେମାନେ ନିଜକୁ ରକ୍ଷା କରିବାକୁ ସମର୍ଥ ହେବ ନାହିଁ। ତୁମ୍ଭେମାନେ ଗର୍ବର ସହିତ ବହୁ ଦୂର ଗ୍ଭଲିଯାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।