Micah 2:5 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭମାନେେ ଜମିସବୁ ମାପିବାକୁ କ୍ଷମ ହବେୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ବାଣ୍ଟି ପାରିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଗୁଲିବାଣ୍ଟ ଦ୍ଵାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେମାନେ ଜମିସବୁ ମାପିବାକୁ ସକ୍ଷମ ହେବୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ବାଣ୍ଟି ପାରିବୁ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।