Micah 2:6 — Compare Translations

5 translations compared side by side

Odia - 1840
"ଲୋକେ କୁହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ଯ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି । ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ; ଅପମାନ ଘୁଞ୍ଚିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାଙ୍କୁ ପ୍ରଭୁଙ୍କ ବାଣୀ ପ୍ରଗ୍ଭର ନ କରିବାକୁ କୁହାଯାଏ ଲୋକେ କୁହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ୟ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ।