Micah 2:8 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ଆମ୍ଭର ଲୋକମାନଙ୍କ ପ୍ରତି ଶତୃ ତୁଲ୍ଯ ହାଇେଛ। ପଥଗ୍ଭରୀମାନଙ୍କର ଉତ୍ତରୀଯ ବସ୍ତ୍ର ତୁମ୍ଭମାନେେ ଛଡାଇ ନଇେଛ। ସହେି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି। କିନ୍ତୁ ତୁମ୍ଭମାନେେ ୟୁଦ୍ଧ ବନ୍ଦୀ ସଦୃଶ ସମାନଙ୍କେଠାରୁ ସମସ୍ତ ଛଡାଇ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚି; ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ଆମ୍ଭର ଲୋକମାନଙ୍କ ପ୍ରତି ଶତ୍ରୁ ତୁଲ୍ୟ ହୋଇଛ। ପଥଗ୍ଭରୀମାନଙ୍କର ଉତ୍ତରୀୟ ବସ୍ତ୍ର ତୁମ୍ଭେମାନେ ଛଡ଼ାଇ ନେଇଛ। ସେହି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି। କିନ୍ତୁ ତୁମ୍ଭେମାନେ ଯୁଦ୍ଧ ବନ୍ଦୀ ସଦୃଶ ସେମାନଙ୍କଠାରୁ ସମସ୍ତ ଛଡ଼ାଇ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।