Micah 2:9 — Compare Translations

5 translations compared side by side

Odia - 1840
"ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସମାନଙ୍କେର ରମଣୀଯ ଗୃହଗୁଡିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ଯ ତୁମ୍ଭେ ସମାନଙ୍କେର େଛାଟ ସନ୍ତାନମାନଙ୍କଠାରୁ ମାରେ ଗୌରବ ଚିରଦିନ ପାଇଁ କାଢି ନଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।