Micah 3:1 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ନେତାଗଣ ଅମଙ୍ଗଳ ପାଇଁ ଦୋଷୀ ତା’ପରେ ମୁଁ କହିଲି, “ହେ ଯାକୁବର ପ୍ରାଚୀନଗଣ ଓ ଇସ୍ରାଏଲ ବଂଶର ଶାସକଗଣ, ମୋ’ କଥା ଶୁଣ, ତୁମ୍ଭେମାନେ ନ୍ୟାୟ କ’ଣ ଜାଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ?