Micah 3:10 — Compare Translations
5 translations compared side by side
Odia - 1840
"ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ରକ୍ତରେ ସିୟୋନକୁ ତୁମ୍ଭେ ଗଢ଼ିଛ ଓ ଅଧର୍ମ ଦ୍ୱାରା ଯିରୁଶାଲମକୁ ନିର୍ମାଣ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।