Micah 3:12 — Compare Translations

5 translations compared side by side

Odia - 1840
"ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ୱଂସ ହେବ। ଏହା ଗ୍ଭଷ ଭୂମିରେ ପରିଣତ ହେବ। ଯିରୁଶାଲମ ମଧ୍ୟ ପ୍ରସ୍ତର ସ୍ତୁପରେ ପରିଣତ ହେବ। ମନ୍ଦିରର ପର୍ବତ ଶୂନ୍ୟ ପାହାଡ଼ ହୋଇ ବଣବୁଦାରେ ଆବୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।