Micah 3:2 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ଯ ଲୋକମାଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସମାନଙ୍କେର ଅସ୍ଥିରୁ ମାଂସ କାଢି ନଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଗାତ୍ରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ୟ ଲୋକମାନଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସେମାନଙ୍କର ଅସ୍ଥିରୁ ମାଂସ କାଢ଼ି ନେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;