Micah 3:4 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କୁ ନିବଦନେ କରିବ, କିନ୍ତୁ ସେ କୌଣସି ଉତ୍ତର ଦବେେ ନାହିଁ। ଆଉ ମଧ୍ଯ ତୁମ୍ଭମାନେେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ, କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ। ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।