Micah 3:7 — Compare Translations
5 translations compared side by side
Odia - 1840
"ଆଉ ସହେି ଦର୍ଶକମାନେ ଲଜ୍ଜିତ ହବେେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହବେେ। ସମାନେେ କିଛି କହି ପାରିବେ ନାହିଁ କାରଣ ପରମେଶ୍ବର ତାଙ୍କୁ କୌଣସି ଉତ୍ତର ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।