Micah 3:8 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖା ପରମେଶ୍ୱରଙ୍କର ଏକ ସାଧୁ ଭବିଷ୍ୟଦ୍ବକ୍ତା କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ ବିଗ୍ଭରରେ ଓ ପରାକ୍ରମରେ ମୁଁ ଏପରି ପରିପୂର୍ଣ୍ଣ ହେବି ଯେ, ଯାକୁବର ଅପରାଧ ଓ ଇସ୍ରାଏଲର ପାପ ବିଷୟରେ ମୁଁ ସେମାନଙ୍କୁ ଅବଗତ କରାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।