Micah 3:9 — Compare Translations

5 translations compared side by side

Odia - 1840
"ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପ୍ରାଚୀନଗଣ ନିନ୍ଦିତ ହୁଅନ୍ତି ହେ ଯାକୁବର ବୃଦ୍ଧଗଣ ଓ ଇସ୍ରାଏଲର ଶାସକଗଣ ମୋ’ କଥା ଶୁଣ! ତୁମ୍ଭେମାନେ ନ୍ୟାୟ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ୟାୟ ଓ ଯଥାର୍ଥ ତୁମ୍ଭେମାନେ ସେ ସମସ୍ତକୁ ମିଥ୍ୟା କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।