Micah 4:1 — Compare Translations

5 translations compared side by side

Odia - 1840
"ଭବିଷ୍ଯତ ରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପ ରେ ସ୍ଥାପିତ ହବେ। ଏହା ସମସ୍ତ ପର୍ବତଗୁଡିକ ଅପେକ୍ଷା ଉଚ୍ଚତର ହବେ। ଲଗାତାର ଗୋଷ୍ଠୀଗଣ ଷୋର୍ତ ପରି ସଠାେକୁ ଯାଉଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରୁ ଆଇନ ପ୍ରଣୀତ ହେବ ଭବିଷ୍ୟତରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପରେ ସ୍ଥାପିତ ହେବ। ଏହା ସମସ୍ତ ପର୍ବତଗୁଡ଼ିକ ଅପେକ୍ଷା ଉଚ୍ଚତର ହେବ। ଲଗାତାର ଗୋଷ୍ଠୀଗଣ ସ୍ରୋତ ପରି ସେଠାକୁ ଯାଉଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।