Micah 4:11 — Compare Translations
5 translations compared side by side
Odia - 1840
"ତୁମ୍ଭ ବିରୁଦ୍ଧ ରେ ବହୁ ଗୋଷ୍ଠୀ ଲଢିବାକୁ ଆସିଛନ୍ତି। ସମାନେେ କୁହନ୍ତି, ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସଂପୂର୍ଣ୍ଣ ନଷ୍ଟ କରିଦବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗୋଷ୍ଠୀ ସମୂହକୁ ସଦାପ୍ରଭୁ ଧ୍ୱଂସ କରିବେ ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି। ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।