Micah 4:12 — Compare Translations
5 translations compared side by side
Odia - 1840
"ସହେି ଲୋକମାଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସମାନେେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସମାନଙ୍କେୁ ଏକ ସ୍ବତନ୍ତ୍ର ଉଦ୍ଦେଶ୍ଯ ରେ ଏଠାକୁ ଆଣିଛନ୍ତି, ସମାନଙ୍କେୁ ଶସ୍ଯ ଖଳା ରେ ଶସ୍ଯ ପେଶିଲା ପରି ଦଳି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ସଦାପ୍ରଭୁଙ୍କର ସଙ୍କଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି, ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ ପେଶିଲା ପରି ଦଳି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।