Micah 4:5 — Compare Translations
5 translations compared side by side
Odia - 1840
"ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳଯାଏ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଚାଲିବା ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।