Micah 4:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜ୍ୟର ପୁନରାଗମନ ସଦାପ୍ରଭୁ କୁହନ୍ତି, “ଆଘାତପ୍ରାପ୍ତ, ପଙ୍ଗୁ, ବିତାଡ଼ିତ ଓ ଦଣ୍ତିତ ଯିରୁଶାଲମକୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।