Micah 4:8 — Compare Translations

5 translations compared side by side

Odia - 1840
"ପୁଣି ହେ ପଲର ଦୁର୍ଗ, ତୁମ୍ଭର ସମୟ ଆସିବ। ସିୟୋନ କନ୍ଯା, ପର୍ବତ ରେ ତୁମ୍ଭେ ପୁନର୍ବାର ଶାସନ ଗାଦି ରେ ରହିବ। ଆଉ ଅତୀତ ପରି ୟିରୁଶାଲମ ଗୋଟିଏ ଶକ୍ତିଶାଳୀ ରାଜ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହେ ପଲର ଦୁର୍ଗ, ତୁମ୍ଭର ସମୟ ଆସିବ। ସିୟୋନ କନ୍ୟା, ପର୍ବତରେ ତୁମ୍ଭେ ପୁନର୍ବାର ଶାସନ ଗାଦିରେ ରହିବ। ଆଉ ଅତୀତ ପରି ଯିରୁଶାଲମ ଗୋଟିଏ ଶକ୍ତିଶାଳୀ ରାଜ୍ୟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।