Micah 4:9 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ବର ରେ ବିଳାପ କରୁଛ? ତୁମ୍ଭର ରାଜା କ'ଣ ଗ୍ଭଲିୟାଇଛନ୍ତି? ତୁମ୍ଭେ କ'ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ? ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବଦନୋ ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରା; କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ କାହିଁକି ବାବିଲୋନ ଯିବେ ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ୱରରେ ବିଳାପ କରୁଛ? ତୁମ୍ଭର ରାଜା କ’ଣ ଗ୍ଭଲିଯାଇଛନ୍ତି? ତୁମ୍ଭେ କ’ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ? ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବେଦନା ପାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?