Micah 5:1 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ଯଦଳକୁ ଏକତ୍ରୀତ କର। ସମାନେେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘରେି ରହନ୍ତୁ। ସମାନେେ ମଧ୍ଯ ଇଶ୍ରାୟେଲର ବିଗ୍ଭରକଙ୍କୁ ତାଙ୍କ ଗାଲ ରେ ବାଡି ସାହାୟ୍ଯ ରେ ଆଘାତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ୟଦଳକୁ ଏକତ୍ରିତ କର। ସେମାନେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘେରି ରହନ୍ତୁ। ସେମାନେ ମଧ୍ୟ ଇସ୍ରାଏଲର ବିଗ୍ଭରକଙ୍କୁ ତାଙ୍କ ଗାଲରେ ବାଡ଼ି ସାହାଯ୍ୟରେ ଆଘାତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।