Micah 5:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ସେତବେେଳେ ଆମ୍ଭେ ତୁମ୍ଭର ଘୋଡାଗୁଡିକୁ ନଇୟିବୋ ଏବଂ ତୁମ୍ଭର ରଥଗୁଡିକୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ଵଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରମେଶ୍ୱରଙ୍କ ଉପରେ ନିର୍ଭର କରିବେ ସଦାପ୍ରଭୁ କୁହନ୍ତି, “ସେତେବେଳେ ଆମ୍ଭେ ତୁମ୍ଭର ଘୋଡ଼ାଗୁଡ଼ିକୁ ନେଇଯିବା ଏବଂ ତୁମ୍ଭର ରଥଗୁଡ଼ିକୁ ଧ୍ୱଂସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;