Micah 5:11 — Compare Translations
5 translations compared side by side
Odia - 1840
"ତୁମ୍ଭ ରାଜ୍ଯର ନଗରଗୁଡିକୁ ଧ୍ବଂସ କରିବା ଏବଂ ତୁମ୍ଭର ଦୁର୍ଗ ସଦୃଶ ଅଟ୍ଟାଳିକାଗୁଡିକୁ ଭାଙ୍ଗି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ରାଜ୍ୟର ନଗରଗୁଡ଼ିକୁ ଧ୍ୱଂସ କରିବା ଏବଂ ତୁମ୍ଭର ଦୁର୍ଗ ସଦୃଶ ଅଟ୍ଟାଳିକାଗୁଡ଼ିକୁ ଭାଙ୍ଗି ପକାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;