Micah 5:12 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆଉ କୁହୁଳ ବିଦ୍ଯା ଦଖାଇେ ପାରିବ ନାହିଁ କି ଜ୍ଯୋତିଷ ପରି ଭବିଷ୍ଯତବାଣୀ ଶୁଣାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆଉ କୁହୁଳ ବିଦ୍ୟା ଦେଖାଇ ପାରିବ ନାହିଁ କି ଜ୍ୟୋତିଷ ପରି ଭବିଷ୍ୟଦ୍ବାଣୀ ଶୁଣାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;