Micah 5:13 — Compare Translations

5 translations compared side by side

Odia - 1840
"ଆମ୍ଭେ ସହେି ମିଥ୍ଯାପ୍ରଭୁର ମୂର୍ତ୍ତିଗୁଡିକୁ ଭାଙ୍ଗି ପକାଇବା। ଆଉ ମଧ୍ଯ ସହେି ମୂର୍ତ୍ତି ଦବେତାଙ୍କର ପବିତ୍ର ସ୍ତମ୍ଭଗୁଡିକୁ ଧ୍ବଂସ କରି ଦବେି। ତୁମ୍ଭେ ହାତ ରେ ତିଆରି କରିଥିବା ସହେି ମୂର୍ତ୍ତିଗୁଡିକୁ ଆଉ ପୂଜା କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେହି ମିଥ୍ୟାପ୍ରଭୁର ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ପକାଇବା। ଆଉ ମଧ୍ୟ ସେହି ମୂର୍ତ୍ତି ଦେବତାଙ୍କର ପବିତ୍ର ସ୍ତମ୍ଭଗୁଡ଼ିକୁ ଧ୍ୱଂସ କରି ଦେବା। ତୁମ୍ଭେ ହାତରେ ତିଆରି କରିଥିବା ସେହି ମୂର୍ତ୍ତିଗୁଡ଼ିକୁ ଆଉ ପୂଜା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।