Micah 5:14 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଆମ୍ଭେ ସହେି ଆଶରୋ ସ୍ତମ୍ଭକୁ ଭାଙ୍ଗି ପକାଇବା ଏବଂ ତୁମ୍ଭର ନଗରଗୁଡିକୁ ଧ୍ବଂସ କରିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଆମ୍ଭେ ସେହି ଆଶେରା ସ୍ତମ୍ଭକୁ ଭାଙ୍ଗି ପକାଇବା ଏବଂ ତୁମ୍ଭର ନଗରଗୁଡ଼ିକୁ ଧ୍ୱଂସ କରିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।