Micah 5:15 — Compare Translations
5 translations compared side by side
Odia - 1840
"କେତକେ ଲୋକ ଆମ୍ଭ କଥା ଶୁଣିବେ ନାହିଁ। କିନ୍ତୁ ଆମ୍ଭେ ଆପଣା କୋର୍ଧ ପ୍ରକାଶ କରିବା ଏବଂ ସହେି ଲୋକମାନଙ୍କ ଉପ ରେ ପ୍ରତିଶୋଧ ନବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋ-ଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ତତାରେ ପରିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଆମ୍ଭ କଥା ଶୁଣିବେ ନାହିଁ। କିନ୍ତୁ ଆମ୍ଭେ ଆପଣା କ୍ରୋଧ ପ୍ରକାଶ କରିବା ଏବଂ ସେହି ଲୋକମାନଙ୍କ ଉପରେ ପ୍ରତିଶୋଧ ନେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।