Micah 5:3 — Compare Translations

5 translations compared side by side

Odia - 1840
"ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ଯାଗ କରିବେ, ଯେପର୍ୟ୍ଯନ୍ତ ସ୍ତ୍ରୀ ଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପ ରେ ଅବଶିଷ୍ଟ ଭାତୃଗଣ ଇଶ୍ରାୟେଲର ଲୋକଙ୍କ ନିକଟକୁ ଫରେି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ୟାଗ କରିବେ, ଯେପର୍ଯ୍ୟନ୍ତ ସ୍ତ୍ରୀଲୋକ ତା’ର ସନ୍ତାନ ପ୍ରସବ ନ କରିଛି। ତାହାପରେ ଅବଶିଷ୍ଟ ଭାତୃଗଣ ଇସ୍ରାଏଲର ଲୋକଙ୍କ ନିକଟକୁ ଫେରି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।