Micah 5:4 — Compare Translations

5 translations compared side by side

Odia - 1840
"ତା'ପ ରେ ଇଶ୍ରାୟେଲର ଶାସକ ସଦାପ୍ରଭୁଙ୍କ ଶକ୍ତି ରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଅପୂର୍ବ ମହିମା ରେ ଦଣ୍ତାଯମାନ ହାଇେ ତାଙ୍କ ପଲଙ୍କୁ ଚରାଇବେ। ସମାନେେ ଶାନ୍ତି ରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶଷେ ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେସମୟରେ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ମହାନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।