Micah 5:6 — Compare Translations

5 translations compared side by side

Odia - 1840
"ସମାନେେ ସମାନଙ୍କେର ଖଡ୍ଗ ବ୍ଯବହାର କରିବେ ଓ ଅଶୂରୀଯମାନଙ୍କୁ ଶାସନ କରିବେ। ସମାନେେ ମଧ୍ଯ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତ ରେ ଖଡ୍ଗ ଧାରଣ କରି ଶାସନ କରିବେ। କିନ୍ତୁ ଇଶ୍ରାୟେଲର ଶାସକ ଯେଉଁ ଅଶୂରୀଯମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧିଅରେ ପ୍ରବେଶ କରିବେ ସମାନଙ୍କେଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଖଡ଼୍‍ଗ ଦ୍ଵାରା ଅଶୂର ଦେଶ ଓ ନିମ୍ରୋଦ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂର ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ତାହାଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗ ବ୍ୟବହାର କରିବେ ଓ ଅଶୂରୀୟମାନଙ୍କୁ ଶାସନ କରିବେ। ସେମାନେ ମଧ୍ୟ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତରେ ‌‌ଖ‌ଡ଼୍‌ଗ ଧାରଣ କରି ଶାସନ କରିବେ। କିନ୍ତୁ ଇସ୍ରାଏଲର ଶାସକ ଯେଉଁ ଅଶୂରୀୟମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧ୍ୟରେ ପ୍ରବେଶ କରିବେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।