Micah 5:7 — Compare Translations

5 translations compared side by side

Odia - 1840
"କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧିଅରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହବେେ, ଏବଂ କବେେ ମନୁଷ୍ଯ ମାନଙ୍କ ଉପ ରେ ନିର୍ଭରଶୀଳ ହବେେ ନାହିଁ। ଆଉ ମଧ୍ଯ ସମାନେେ ତୃଣ ଉପ ରେ ବୃଷ୍ଟି ସଦୃଶ ହବେେ ଏବଂ ମନୁଷ୍ଯମାନଙ୍କ ଉପ ରେ ଭରସା ରଖିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ, ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ। ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।