Micah 5:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ଶତୃଗଣ ଉପ ରେ ହସ୍ତ ଉତ୍ତୋଳନ କରିବ ଓ ସମାନଙ୍କେୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଶତ୍ରୁଗଣ ଉପରେ ହସ୍ତ ଉତ୍ତୋଳନ କରିବ ଓ ସେମାନଙ୍କୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।